ଓଡ଼ିଶା ସମ୍ପର୍କରେ ଏଭଳି ଆପତ୍ତିଜନକ ଟିପ୍ପଣୀ ଦେବାପାଇଁ @MamataOfficial ଆପଣଙ୍କୁ ଏ ଅଧିକାର ଦେଲା କିଏ ?
ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକରାତ୍ମକ ମନ୍ତବ୍ୟ ���ବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେବି ଗ୍ରହଣ କରିବେ ନାହିଁ।
ଜଘନ୍ୟ ଅପରାଧର ଶିକାର ହୋଇଥିବା ଝିଅକୁ ନ୍ୟାୟ ନ ଦେଇ, ପ୍ରତିଶୋଧ ପରାୟଣ ଭାବ ନେଇ ଆପଣ ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ଦେଶପାଇଁ ବିପଦ ଜନକ।
ଆପଣଙ୍କୁ ଅନୁରୋଧ, ଏଥିରୁ କ୍ଷାନ୍ତ ରୁହନ୍ତୁ। ଶାନ୍ତ ରହନ୍ତୁ।
@MamataOfficial, आपको किसने अधिकार दिया ओडिशा के बारे में ऐसे आपत्तिजनक बयान देने का?
ओडिशा एक शांतिपूर्ण राज्य है, और यहां के लोग जिम्मेदार और जागरूक हैं। ओडिशा के लोग आपके नफरत भरे रवैये, नकारात्मक टिप्पणियों और हमारे राज्य के प्रति असंवेदनशील रवैये को कभी भी स्वीकार नहीं करेंगे।
जघन्य अपराध की पीड़िता को न्याय दिए बिना, आप जो प्रतिशोधात्मक टिप्पणियाँ कर रहीं हैं वह देश के लिए खतरनाक है।
कृपया इस तरह के बयानों से दूर रहिए। शांत रहे।