ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୫୦ ବର୍ଷର ନିରବଚ୍ଛିନ୍ନ ସେବା-ତପସ୍ୟା ଏବଂ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଭାବେ ୨୫ ବର୍ଷର ଅଦମ୍ୟ ନେତୃତ୍ୱ ଆଜି ସମଗ୍ର ଭାରତବର୍ଷକୁ ଏକ ଶକ୍ତିଶାଳୀ, ସମୃଦ୍ଧ ଓ ଆତ୍ମନିର୍ଭର ରାଷ୍ଟ୍ର ଭାବେ ଗଢ଼ିତୋଳିଛି। ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ତାଙ୍କର ୭୬ତମ ଜନ୍ମଦିନ ଅବସରରେ ମାସବ୍ୟାପୀ 'ସେବା ସଂକଳ୍ପ ଅଭିଯାନ' ଆରମ୍ଭ ହେଉଛି, ଯେଉଁଥିରେ 'ସେବା ଜ୍ୟୋତି ଯାତ୍ରା', 'ନମୋ ସେବା ଗାଥା', 'ସ୍ୱପ୍ନର ଭାରତ', 'ପରିବର୍ତ୍ତନର କାହାଣୀ', 'ବିକଶିତ ଭାରତ ସଂକଳ୍ପ ଯାତ୍ରା', ବୃକ୍ଷରୋପଣ ଓ ରକ୍ତଦାନ ଶିବିର ପରି ଅନେକ ମହତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।
ଏହି ସେବା ସଂକଳ୍ପ ଅଭିଯାନ ଅବସରରେ ୧୭ ତାରିଖ ଦିନ ସାରା ଓଡ଼ିଶାରେ 'ଆଶୀର୍ବାଦର ଦୀପ' କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ମୋର ଅନୁରୋଧ, ଆପଣମାନେ ସେଦିନ ସକାଳେ କିମ୍ବା ସନ୍ଧ୍ୟାରେ ନିଜ ଘର, ମନ୍ଦିର କିମ୍ବା କୌଣସି ପ୍ରମୁଖ ସ୍ଥାନରେ ଗୋଟିଏ 'ଆଶୀର୍ବାଦର ଦୀପ' ପ୍ରଜ୍ଜ୍ୱଳିତ କରନ୍ତୁ। ଯଦି ଆପଣ କୌଣସି ଜନକଲ୍ୟାଣକାରୀ ଯୋଜନାର ହିତାଧିକାରୀ, ତେବେ ନିଜର ଶୁଭେଚ୍ଛା ବାର୍ତ୍ତା ସହ ମୋଦୀଜୀଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରନ୍ତୁ । ସେହି ସୁନ୍ଦର ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ସୋସିଆଲ ମିଡିଆରେ ଅପଲୋଡ୍ କରି ସେଆର୍ କରନ୍ତୁ।
ଆପଣମାନଙ୍କର ଏହି ଆଶୀର୍ବାଦ ଓ ସହଯୋଗ ମୋଦୀଜୀଙ୍କ ସଂକଳ୍ପକୁ ଆହୁରି ଶକ୍ତିଶାଳୀ କରିବ ଏବଂ ଦେଶର ବିକାଶ ଯାତ୍ରାକୁ ତ୍ବରାନ୍ବିତ କରିବ।
Five decades of selfless service. Twenty-five years of dedicated leadership. Hon’ble Prime Minister Shri Narendra Modi Ji has devoted his life to building a strong, prosperous and self-reliant India.
On 17th September, I appeal to every family in Odisha to light an ‘Ashirwad Ka Diya’ at home, in a temple or at a prominent place. Let every diya carry our love, gratitude and prayers for Modi Ji’s long, healthy and blessed life.
If you have been touched by a welfare scheme, let your blessings become a heartfelt message of gratitude. Share your moments of ‘Ashirwad Ka Diya’ and let our collective blessings illuminate the path of a Viksit Bharat.
@narendramodi
‘जनसेवा से देशसेवा’ माननीय प्रधानमंत्री श्री @narendramodi जी के जीवन का मूल ध्येय रहा है। सरकार के प्रमुख के रूप में जन-सेवा और राष्ट्र-निर्माण के संकल्प को समर्पित उनकी 25 वर्षों की यह यात्रा अभूतपूर्व रही है।
उनके दूरदर्शी नेतृत्व ने देश को एक नई दिशा और सामर्थ्य प्रदान किया है। आज उनके दिए सामूहिक संकल्प के परिणामस्वरूप हम 'विकसित भारत @ 2047' के लक्ष्य की ओर तीव्र गति से अग्रसर हैं।
देश की इस प्रगतिशील यात्रा और मोदी जी के यशस्वी नेतृत्व के प्रति अपनी शुभकामनाएं व्यक्त करने हेतु, आइए आगामी 17 सितंबर को प्रधानमंत्री जी के जन्मदिवस के शुभ अवसर पर शाम 6 से 7 बजे के बीच अपने-अपने घरों में ‘आशीर्वाद का दीया’ जलाएं और उनकी दीर्घायु तथा उत्तम स्वास्थ्य की प्रार्थना करते हुए अपना शुभाशीष दें।
#सेवा_संकल्प_अभियान
#SevaSankalpAbhiyan
#AshirwadKaDiya