ବିଜୁ ଜନତା ଦଳରେ ସାମିଲ ହୋଇଥିବା ପୂର୍ବତନ ପ୍ରଶାସନିକ ଅଧିକାରୀ ଶ୍ରୀମତୀ ସୁଜାତା ରାଉତଙ୍କ ନାଁରେ କେହି ବ୍ୟକ୍ତି ସୋସିଆଲ ମିଡିଆରେ ଆକାଉଣ୍ଟ ଖୋଲି ପୋଷ୍ଟ କରୁଥିବା ନଜରକୁ ଆସିଛି। ସ୍ପଷ୍ଟ କରିବାକୁ ଚାହେଁ, ଶ୍ରୀମତୀ ରାଉତଙ୍କର ସୋସିଆଲ ମିଡିଆରେ କୈାଣସି ଆକାଉଣ୍ଟ ନାହିଁ। ଫେକ୍ ଆକାଉଣ୍ଟ ଜରିଆରେ ହେଉଥିବା ପୋଷ୍ଟଗୁଡ଼ିକୁ ବିଶ୍ୱାସ ନକରିବାକୁ ଅନୁରୋଧ।
It has come to notice that some unauthorised individual has opened social media account in the name of BJD member and former IAS officer Mrs. Sujata Raut. This is to clarify that currently she does not have any social media account. People are requested not to believe these posts made through such impersonated accounts.