@TPSouthOdisha ଦୀର୍ଘ ୫ଘଣ୍ଟା ଧରି ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦାରିଙ୍ଗବାଡି ଠାରେ ବିଦ୍ୟୁତ୍ ସରବରାହ ବନ୍ଦ ରହିଛି ଫଳରେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।Please twit to tata power, current is continuously up and down at our campus con no-292302260042